ଯିରିମୀୟ 51:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶଦ୍ଦର ବିଷୟ ଓ ନିବାସୀବିହୀନ ହେବ। Ver Capítuloଓଡିଆ ବାଇବେଲ37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ। Ver Capítuloପବିତ୍ର ବାଇବଲ37 ତା'ପରେ ବାବିଲ ଏକ ଧ୍ୱଂସ ସ୍ତୁପରେ ପରିଣତ ହେବ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହେବ। ଲୋକମାନେ ଏହା ଦେଖି ଆତଙ୍କିତ ହେବେ ଏବଂ ଯେତେବେଳେ ସେମାନେ ଏହା ଦେଖିବେ ‘ଶୀସ୍’ ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହେବ। Ver Capítulo |