ଯିରିମୀୟ 51:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)5 କାରଣ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ହେଁ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ଵାରା ପରିତ୍ୟକ୍ତ ହୋଇ ନାହାନ୍ତି। Ver Capítuloଓଡିଆ ବାଇବେଲ5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Ver Capítuloପବିତ୍ର ବାଇବଲ5 ଇସ୍ରାଏଲ ଓ ଯିହୁଦାର ଲୋକମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। ସେମାନେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ୟାଗ କରିଛନ୍ତି, ତଥାପି ସେ ଧର୍ମସ୍ୱରୂପ ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। Ver Capítulo |