ଯିରିମୀୟ 51:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)52 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ। Ver Capítuloଓଡିଆ ବାଇବେଲ52 ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।” Ver Capítuloପବିତ୍ର ବାଇବଲ52 ଏଣୁ ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଆମ୍ଭେ ତାହାର ଖୋଦିତ ମୂର୍ତ୍ତିଗୁଡ଼ିକୁ ପ୍ରତିଫଳ ଦେବା, ସେତେବେଳେ ଏହି ଦେଶର କ୍ଷତବିକ୍ଷତ ଲୋକମାନେ ଯନ୍ତ୍ରଣାରେ ଗଁ ଗଁ କରିବେ। Ver Capítulo |