ଯିରିମୀୟ 51:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ। Ver Capítuloପବିତ୍ର ବାଇବଲ (Re-edited) - (BSI)53 ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ। Ver Capítuloଓଡିଆ ବାଇବେଲ53 ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ। Ver Capítuloପବିତ୍ର ବାଇବଲ53 ପୁଣି ସଦାପ୍ରଭୁ କହନ୍ତି, ଯଦିଓ ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ ଓ ନିଜର ଦୁର୍ଗଗୁଡ଼ିକୁ ସୁଦୃଢ଼ କରିବ। ତଥାପି ଆମ୍ଭ ପ୍ରେରିତ ବିନାଶକମାନେ ତାହା ମଧ୍ୟରେ ପ୍ରବେଶ କରିବେ ଓ ତାକୁ ଧ୍ୱଂସ କରିବେ।” Ver Capítulo |