La Biblia Online

- Anuncios -




ଯିରିମୀୟ 52:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

15 ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଲୋକମାନଙ୍କ ମଧ୍ୟରୁ ନିତା; ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।

Ver Capítulo Copiar

ଓଡିଆ ବାଇବେଲ

15 ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।

Ver Capítulo Copiar

ପବିତ୍ର ବାଇବଲ

15 ସେହି ସମୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ କେତେକ ଗରିବ ଲୋକମାନଙ୍କୁ, ନଗରର ଅବଶିଷ୍ଟ ଲୋକମାନଙ୍କୁ, ବାବିଲ ରାଜାର ପକ୍ଷକୁ ପଳାୟନକାରୀଙ୍କୁ ଓ ଅବଶିଷ୍ଟ ଚିତ୍ରଶିଳ୍ପୀମାନଙ୍କୁ ବନ୍ଦୀକରି ନେଇଗଲା।

Ver Capítulo Copiar




ଯିରିମୀୟ 52:15

Síguenos en:

Anuncios


Anuncios