ଯିରିମୀୟ 52:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁଛିନ୍ନଭିନ୍ନ ହୋଇଗଲେ। Ver Capítuloଓଡିଆ ବାଇବେଲ8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। Ver Capítuloପବିତ୍ର ବାଇବଲ8 ମାତ୍ର କଲ୍ଦୀୟମାନେ ରାଜା ସିଦିକିୟଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ସମତଳ ଭୂମିରେ ତାଙ୍କୁ ଧରିଲେ। ସିଦିକିୟଙ୍କ ସମସ୍ତ ସୈନ୍ୟ ତାଙ୍କୁ ଛାଡ଼ି ପଳାଇଲେ। Ver Capítulo |