ଯିରିମୀୟ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁ ବାଞ୍ଛନୀୟ ହେବ। Ver Capítuloଓଡିଆ ବାଇବେଲ3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ। Ver Capítuloପବିତ୍ର ବାଇବଲ3 ପୁଣି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ବଞ୍ଚିବା ଅପେକ୍ଷା ବରଂ ମରିବାକୁ ପସନ୍ଦ କରିବେ।” Ver Capítulo |