ଯୂନସ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?” Ver Capítuloପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ସେମାନେ ତାଙ୍କୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ? Ver Capítuloଓଡିଆ ବାଇବେଲ8 ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ ? ତୁମ୍ଭର କେଉଁ ଦେଶ ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ ?” Ver Capítuloପବିତ୍ର ବାଇବଲ8 ତା'ପରେ ଲୋକମାନେ ଯୂନସକୁ କହିଲେ, “ଏହା ହେଉଛି ତୁମ୍ଭର ଦୋଷ, ଯାହା ଯୋଗୁଁ ଆମ୍ଭମାନଙ୍କର ଏହି ଭୟଙ୍କର ଦୁଃଖ ଘଟୁଛି। ତେଣୁ ତୁମ୍ଭେ କ’ଣ କରିଛ ଆମ୍ଭମାନଙ୍କୁ କୁହ। ତୁମ୍ଭର କାମ କ’ଣ? ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭର ଘର କେଉଁଠି? ତୁମ୍ଭର ଲୋକ କିଏ?” Ver Capítulo |