ଯୂନସ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Ver Capítuloଓଡିଆ ବାଇବେଲ8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Ver Capítuloପବିତ୍ର ବାଇବଲ8 “କେତେକ ଲୋକ ମୂଲ୍ୟହୀନ ପିତୁଳା ପୂଜା କରନ୍ତି କିନ୍ତୁ ସେହି ପିତୁଳା ସେମାନଙ୍କୁ କେବେ ସାହାଯ୍ୟ କରେ ନାହିଁ। Ver Capítulo |