ବିଳାପ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ଵାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Ver Capítuloଓଡିଆ ବାଇବେଲ19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Ver Capítuloପବିତ୍ର ବାଇବଲ19 ମୁଁ ମୋର ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋ’ ପ୍ରତି ପ୍ରବଞ୍ଚନା କଲେ। ମୋର ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ। ସେମାନେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ। Ver Capítulo |