La Biblia Online

- Anuncios -




ବିଳାପ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟ; ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍‍ଗ ବଧ କରୁଅଛି, ଗୃହରେ ମୃତ୍ୟୁ ଥିଲା ପରି ହେଉଅଛି।

Ver Capítulo Copiar

ଓଡିଆ ବାଇବେଲ

20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ’ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।

Ver Capítulo Copiar

ପବିତ୍ର ବାଇବଲ

20 “ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା। ମୋର ଅନ୍ତର ବ୍ୟଥିତ ହେଉଛି, କାରଣ ମୁଁ ବିଦ୍ରୋହୀ ଥିଲି। ବାହାରେ ଖଡ଼ଗ ବଧ କରୁଅଛି ଓ ଗୃହ ଭିତରେ ମୃତ୍ୟୁ ରହିଅଛି। ହେ ସଦାପ୍ରଭୁ, ଦେଖ, ମୋର ଅନ୍ତର କିପରି ଦହି ମୋହିଁବା ଭଳି ହେଉଛି।

Ver Capítulo Copiar




ବିଳାପ 1:20

Síguenos en:

Anuncios


Anuncios