ବିଳାପ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)17 ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି। Ver Capítuloଓଡିଆ ବାଇବେଲ17 ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି। Ver Capítuloପବିତ୍ର ବାଇବଲ17 ସଦାପ୍ରଭୁ ଯାହା ସଙ୍କଳ୍ପ କରିଥିଲେ, ତାହା ସିଦ୍ଧ କରିଅଛନ୍ତି। ସେ ବହୁକାଳ ପୂର୍ବେ ଯାହା ଆଜ୍ଞା କରିଥିଲେ, ସେହି ବାକ୍ୟ ସଫଳ କରିଅଛନ୍ତି। ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି। ଆଉ ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି ଓ ସେ ତୁମ୍ଭ ବିପକ୍ଷରେ ସେମାନଙ୍କୁ ଉନ୍ନତ କରିଅଛନ୍ତି। Ver Capítulo |