ବିଳାପ 3:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)56 ତୁମ୍ଭେ ମୋହର ରବ ଶୁଣିଲ; ମୋର ନିଶ୍ଵାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ। Ver Capítuloଓଡିଆ ବାଇବେଲ56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ। Ver Capítuloପବିତ୍ର ବାଇବଲ56 ତୁମ୍ଭେ ମୋର ଆତୁର କ୍ରନ୍ଦନ ଶୁଣିଲ, କିନ୍ତୁ ମୋର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଗ୍ଭଅ ନାହିଁ। Ver Capítulo |