ବିଳାପ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ଼୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି। Ver Capítuloଓଡିଆ ବାଇବେଲ9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି। Ver Capítuloପବିତ୍ର ବାଇବଲ9 ଭୋକରେ ମରିଥିବା ଲୋକମାନଙ୍କ ଅପେକ୍ଷା ଖଡ଼୍ଗରେ ନିହତ ହୋଇଥିବା ଲୋକମାନେ ଭଲ, କାରଣ ସେମାନଙ୍କର ଜୀବନ ସେମାନଙ୍କର ଶୁଷ୍କ ଜମିରେ ଖାଦ୍ୟ ଉତ୍ପନ୍ନ ପାଇଁ ଯେଭଳି, ସେମାନେ କ୍ଷୁଧା ଦ୍ୱାରା ଘସି ହୋଇଛନ୍ତି। Ver Capítulo |