La Biblia Online

- Anuncios -




ଲେବୀୟ ପୁସ୍ତକ 13:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

53 ମାତ୍ର ଯାଜକ ତାହା ଦେଖନ୍ତେ, ଯେବେ ଦେଖ, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;

Ver Capítulo Copiar

ଓଡିଆ ବାଇବେଲ

53 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;

Ver Capítulo Copiar

ପବିତ୍ର ବାଇବଲ

53 “ଯାଜକ ଦେଖିବ ଯଦି ସେହି ଦାଗ ବଢ଼ି ନାହିଁ, ତେବେ ତାହା ସୂତାର ବସ୍ତ୍ର ହେଉ କି କୌଣସି ଚମଡ଼ାର ଜିନିଷ ହେଉ ତାହା ପାଣିରେ ଧୌତ କରାଯିବା ଉଚିତ୍। ପୁଣି ତାହା ତନ୍ତବୁଣା ହେଉ କିମ୍ବା ହାତ ବୁଣା ହେଉ ତାହା ଧୁଆଯିବା ଉଚିତ୍।

Ver Capítulo Copiar




ଲେବୀୟ ପୁସ୍ତକ 13:53

Síguenos en:

Anuncios


Anuncios