ଲେବୀୟ ପୁସ୍ତକ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ; Ver Capítuloପବିତ୍ର ବାଇବଲ (Re-edited) - (BSI)11 ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ; Ver Capítuloଓଡିଆ ବାଇବେଲ11 ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ; Ver Capítuloପବିତ୍ର ବାଇବଲ11 ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହିସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ। Ver Capítulo |