La Biblia Online

- Anuncios -




ଲେବୀୟ ପୁସ୍ତକ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।

Ver Capítulo Copiar

ଓଡିଆ ବାଇବେଲ

20 ଆଉ, ଯାଜକ ହୋମ ବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।

Ver Capítulo Copiar

ପବିତ୍ର ବାଇବଲ

20 ତତ୍ପରେ ଯାଜକ ହୋମବଳି ଓ ଶସ୍ୟ ନୈବେଦ୍ୟ ଆଣି ଯଜ୍ଞବେଦିରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ ଓ ସେ ଶୁଚି ହେବ।

Ver Capítulo Copiar




ଲେବୀୟ ପୁସ୍ତକ 14:20

Síguenos en:

Anuncios


Anuncios