ଲେବୀୟ ପୁସ୍ତକ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସେମାନେ ଯେଉଁ ଛାଗ (ଦେବତା)ମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Ver Capítuloଓଡିଆ ବାଇବେଲ7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Ver Capítuloପବିତ୍ର ବାଇବଲ7 ତହିଁରେ ସେମାନେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ୟଭିଗ୍ଭର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Ver Capítulo |