ଲେବୀୟ ପୁସ୍ତକ 18:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପନିୀ। Ver Capítuloଓଡିଆ ବାଇବେଲ14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ। Ver Capítuloପବିତ୍ର ବାଇବଲ14 ତୁମ୍ଭେ ତୁମ୍ଭର କକାଙ୍କ ସ୍ତ୍ରୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ତାଙ୍କର ସ୍ତ୍ରୀଙ୍କୁ ଅନୁନୟ କର ନାହିଁ। ସେ ତୁମ୍ଭର ଖୁଢ଼ୀ। Ver Capítulo |