ଲେବୀୟ ପୁସ୍ତକ 19:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ଵାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ। Ver Capítuloଓଡିଆ ବାଇବେଲ22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ। Ver Capítuloପବିତ୍ର ବାଇବଲ22 ଆଉ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଦୋଷାର୍ଥକ ମେଷ ଦ୍ୱାରା ସେ ଯେଉଁ ପାପଗୁଡ଼ିକ କରିଅଛି, ସେହି ପାପଗୁଡ଼ିକ ସକାଶେ ସେ ପ୍ରାୟଶ୍ଚିତ କରିବ ଓ ସେହି ପାପଗୁଡ଼ିକ କ୍ଷମା ହେବ। Ver Capítulo |