ଲେବୀୟ ପୁସ୍ତକ 20:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ। Ver Capítuloପବିତ୍ର ବାଇବଲ (Re-edited) - (BSI)21 ପୁଣି, ଯେବେ କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ। Ver Capítuloଓଡିଆ ବାଇବେଲ21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ। Ver Capítuloପବିତ୍ର ବାଇବଲ21 “ଯଦି କେହି ଭାତୃବଧୂକୁ ବିବାହ କରେ, ଏହା ଗୋଟିଏ ଅଶୁଦ୍ଧ କାର୍ଯ୍ୟ ଅଟେ, ସେ ତାଙ୍କର ଭାଇଙ୍କୁ ଅସମ୍ମାନ କରିଥାଏ। ସେହି ସ୍ତ୍ରୀ ତା'ର ଭାଇର ଅଟେ। ସେମାନଙ୍କର ସନ୍ତାନ ଜନ୍ମ ହେବ ନାହିଁ। Ver Capítulo |