La Biblia Online

- Anuncios -




ଲେବୀୟ ପୁସ୍ତକ 20:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

9 ଯେକେହି ଆପଣା ପିତା କି ଆପଣା ମାତାକୁ ଶାପ ଦିଏ, ସେ ନିତା; ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।

Ver Capítulo Copiar

ଓଡିଆ ବାଇବେଲ

9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।

Ver Capítulo Copiar

ପବିତ୍ର ବାଇବଲ

9 “ଯେ ନିଜର ପିତାମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚିତ ହତ ହେବ। ଯେହେତୁ ସେ ପିତାମାତାଙ୍କୁ ଅଭିଶାପ ଦେଇଥିଲା, ସେଥିପାଇଁ ମୃତ୍ୟୁଦଣ୍ଡରେ ଅପରାଧୀ।

Ver Capítulo Copiar




ଲେବୀୟ ପୁସ୍ତକ 20:9

Síguenos en:

Anuncios


Anuncios