ଲେବୀୟ ପୁସ୍ତକ 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)11 କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; Ver Capítuloଓଡିଆ ବାଇବେଲ11 କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ। Ver Capítuloପବିତ୍ର ବାଇବଲ11 ସେ ଗୃହ ଭିତରେ ଶବକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। ସେ ନିଜର ପିତାମାତାଙ୍କ ଶବ ନିକଟକୁ ମଧ୍ୟ ଯିବ ନାହିଁ। Ver Capítulo |