ଲେବୀୟ ପୁସ୍ତକ 21:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ବିଧବା କି ତ୍ୟକ୍ତା କି କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ। Ver Capítuloଓଡିଆ ବାଇବେଲ14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ। Ver Capítuloପବିତ୍ର ବାଇବଲ14 ସେ ବିଧବା, ପରିତ୍ୟକ୍ତା, କଳଙ୍କିନୀ କିମ୍ବା ବେଶ୍ୟାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ୟରୁ କେବଳ ଏକ କୁଆଁରୀ କନ୍ୟାକୁ ବିବାହ କରିବା ଉଚିତ୍। Ver Capítulo |