ଲେବୀୟ ପୁସ୍ତକ 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।” Ver Capítuloପବିତ୍ର ବାଇବଲ (Re-edited) - (BSI)23 ମାତ୍ର ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ। ଣ Ver Capítuloଓଡିଆ ବାଇବେଲ23 ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ। Ver Capítuloପବିତ୍ର ବାଇବଲ23 ମାତ୍ର ବିଚ୍ଛେଦବସ୍ତ୍ରର ଭିତରକୁ ଯିବ ନାହିଁ କିମ୍ବା ଯଜ୍ଞବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି, ସେ ଆମ୍ଭର ପବିତ୍ର ସ୍ଥାନ ସକଳ ଅପବିତ୍ର କରିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।” Ver Capítulo |