ଲେବୀୟ ପୁସ୍ତକ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର। Ver Capítuloପବିତ୍ର ବାଇବଲ (Re-edited) - (BSI)7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକି ବିବାହ କରିବେ ନାହିଁ ଓ ସ୍ଵାମୀତ୍ୟକ୍ତା ସ୍ତ୍ରୀକି ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର। Ver Capítuloଓଡିଆ ବାଇବେଲ7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର। Ver Capítuloପବିତ୍ର ବାଇବଲ7 “ଜଣେ ଯାଜକ ତା'ର ପରମେଶ୍ୱରଙ୍କର ପବିତ୍ର ସେବକ। ତେଣୁ ସେ କୌଣସି ବେଶ୍ୟାକୁ, କଳିଙ୍କିନୀକୁ କିମ୍ବା ସ୍ୱାମୀ ପରିତ୍ୟକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ। Ver Capítulo |