ଲେବୀୟ ପୁସ୍ତକ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ଆଉ, ଅନ୍ୟ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସକାରୀ ଅବା ବର୍ତ୍ତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। Ver Capítuloଓଡିଆ ବାଇବେଲ10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। Ver Capítuloପବିତ୍ର ବାଇବଲ10 କେବଳ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀୟ କୌଣସି ଲୋକ ଅବା ଯାଜକ ଗୃହରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ। Ver Capítulo |