ଲେବୀୟ ପୁସ୍ତକ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଯାଜକ ଯେବେ କୌଣସି ପ୍ରାଣୀକି କିଣେ, ତେବେ ତାହାର ରୂପାରେ କିଣା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହଜାତ ଲୋକମାନେ ତାହାର ଅନ୍ନ ଭୋଜନ କରିବେ। Ver Capítuloଓଡିଆ ବାଇବେଲ11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ। Ver Capítuloପବିତ୍ର ବାଇବଲ11 ମାତ୍ର ଯାଜକର ରୂପାରେ କିଣା ଯାଇଥିବା କ୍ରୀତଦାସ ସେହି ପବିତ୍ର ଖାଦ୍ୟ ଭୋଜନ କରି ପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରି ପାରିବେ। Ver Capítulo |