ଲେବୀୟ ପୁସ୍ତକ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ। Ver Capítuloପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ। Ver Capítuloଓଡିଆ ବାଇବେଲ3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ। Ver Capítuloପବିତ୍ର ବାଇବଲ3 ତୁମ୍ଭର ସମସ୍ତ ବଂଶଧରମାନଙ୍କ ମଧ୍ୟରୁ କେହି ଯଦି ସେ ଦ୍ରବ୍ୟକୁ ଛୁଁଏ ସେ ଲୋକ ଅପବିତ୍ର ହେବ ଓ ସେ ମୋ'ଠାରୁ ପୃଥକ ରହିବ। କାରଣ ଇସ୍ରାଏଲର ସନ୍ତାନଗଣ ଆମ୍ଭ ଉଦ୍ଦେଶ୍ୟରେ ସେ ସବୁ ଉତ୍ସର୍ଗ କରିଛନ୍ତି। ଆମ୍ଭେ ସଦାପ୍ରଭୁ ଅଟୁ। Ver Capítulo |