La Biblia Online

- Anuncios -




ଲେବୀୟ ପୁସ୍ତକ 25:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି ନିଅ ନାହିଁ; ମାତ୍ର ଆପଣା ପରମେଶ୍ଵରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଧାରଣ କରିବ।

Ver Capítulo Copiar

ଓଡିଆ ବାଇବେଲ

36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ।

Ver Capítulo Copiar

ପବିତ୍ର ବାଇବଲ

36 ତୁମ୍ଭେ ତା'ଠାରୁ ଋଣ ବାବଦରେ କୌଣସି ସୁଧ ନେବ ନାହିଁ। ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର ଏବଂ ତୁମ୍ଭର ଭାଇକୁ ତୁମ୍ଭ ସହିତ ଜୀବନଧାରଣ କରିବାକୁ ଦିଅ।

Ver Capítulo Copiar




ଲେବୀୟ ପୁସ୍ତକ 25:36

Síguenos en:

Anuncios


Anuncios