La Biblia Online

- Anuncios -




ଲେବୀୟ ପୁସ୍ତକ 25:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

46 ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ଵ କରିବ ନାହିଁ।

Ver Capítulo Copiar

ଓଡିଆ ବାଇବେଲ

46 ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।

Ver Capítulo Copiar

ପବିତ୍ର ବାଇବଲ

46 ତୁମ୍ଭେମାନେ ନିଜ ଅନ୍ତେ ଆପଣା ଭବିଷ୍ୟତ ସନ୍ତାନଗଣ ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତିରୂପେ ସେମାନଙ୍କୁ ଦେଇ ପାରିବ। ସେମାନେ ତୁମ୍ଭମାନଙ୍କର ଓ ତୁମ୍ଭର ପରିବାରର ସବୁଦିନ ପାଇଁ ଦାସ ହୋଇ ରହିବେ। ମାତ୍ର ତୁମ୍ଭେମାନେ ନିଜ ଭ୍ରାତା ଇସ୍ରାଏଲ ଲୋକମାନଙ୍କ ଉପରେ କଠୋର କର୍ତ୍ତୃତ୍ୱ କରିବ ନାହିଁ।

Ver Capítulo Copiar




ଲେବୀୟ ପୁସ୍ତକ 25:46

Síguenos en:

Anuncios


Anuncios