ଲେବୀୟ ପୁସ୍ତକ 26:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ। Ver Capítuloପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ। Ver Capítuloଓଡିଆ ବାଇବେଲ13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ। Ver Capítuloପବିତ୍ର ବାଇବଲ13 ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ। ଆମ୍ଭେ ତୁମ୍ଭମାନଙ୍କୁ ଦାସ ହେବାରୁ ରକ୍ଷା କଲୁ। ଆମ୍ଭେ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲୁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଆମ୍ଭେ ତୁମ୍ଭମାନଙ୍କର ଯୁଆଳିର ଯୋତ ଭାଙ୍ଗି ଅଛୁ ଓ ତୁମ୍ଭେମାନେ ମୁଣ୍ତ ଉପରକୁ ଉଠାଇ ସିଧା ଗ୍ଭଲିବ। Ver Capítulo |