ଲେବୀୟ ପୁସ୍ତକ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ, Ver Capítuloପବିତ୍ର ବାଇବଲ (Re-edited) - (BSI)3 ଏଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ Ver Capítuloଓଡିଆ ବାଇବେଲ3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ, Ver Capítuloପବିତ୍ର ବାଇବଲ3 ସେ ମଙ୍ଗଳାର୍ଥକ ନୈବେଦ୍ୟର କିଛି ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଉତ୍ସର୍ଗ କରିବ। ଆଉ ଯାଜକ-ଅନ୍ତ୍ର ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ ଉତ୍ସର୍ଗ କରିବ। Ver Capítulo |