ଲେବୀୟ ପୁସ୍ତକ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁ ଉତ୍ତାରେ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ତହିଁ ଉତ୍ତାରୁ ସେ ବିଧିମତେ ଅନ୍ୟଟିକି ହୋମାର୍ଥେ ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ। Ver Capítuloଓଡିଆ ବାଇବେଲ10 ତହିଁ ଉତ୍ତାରୁ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ। Ver Capítuloପବିତ୍ର ବାଇବଲ10 ତା'ପରେ ଯାଜକ ବିଧି ଅନୁସାରେ ଦ୍ୱିତୀୟ ପକ୍ଷୀକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ତା'ର କୃତ ପାପ ନିମନ୍ତେ ଯାଜକ ଦ୍ୱାରା ପ୍ରାୟଶ୍ଚିତ ପ୍ରାପ୍ତ ହେବ ଏବଂ ପରମେଶ୍ୱର ତାକୁ କ୍ଷମା କରିବେ। Ver Capítulo |