ଲେବୀୟ ପୁସ୍ତକ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ। Ver Capítuloଓଡିଆ ବାଇବେଲ15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ। Ver Capítuloପବିତ୍ର ବାଇବଲ15 ମଙ୍ଗଳାର୍ଥକ ବଳି ପ୍ରଭୁଙ୍କ ଧନ୍ୟବାଦର ବଳି ରୂପେ ଉତ୍ସର୍ଗ କରାଯାଏ। ସେହି ବଳିର ମାଂସ ସେହି ଉତ୍ସର୍ଗ ଦିନରେ ଭୋଜନ କରାଯିବ। ତହିଁରୁ କୌଣସି ମାଂସ ପରଦିନ ପ୍ରାତଃକାଳ ପର୍ଯ୍ୟନ୍ତ ରହିବ ନାହିଁ। Ver Capítulo |