ଲୂକ ଲିଖିତ ସୁସମାଚାର 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ, Ver Capítuloପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁଂସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବ, Ver Capítuloଓଡିଆ ବାଇବେଲ23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ, Ver Capítuloପବିତ୍ର ବାଇବଲ (CL) NT (BSI)23 ମୋଶାଙ୍କ ବ୍ୟବସ୍ଥାରେ ଲେଖାଅଛି: “ପ୍ରଥମ ଜାତ ପ୍ରତ୍ୟେକ ପୁରୁଷ ସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହେବ।” Ver Capítuloପବିତ୍ର ବାଇବଲ23 ପ୍ରଭୁଙ୍କ ‘ନିୟମ’ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।” Ver Capítulo |