ଲୂକ ଲିଖିତ ସୁସମାଚାର 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ, Ver Capítuloପବିତ୍ର ବାଇବଲ (Re-edited) - (BSI)17 ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ, Ver Capítuloଓଡିଆ ବାଇବେଲ17 ସେଥିରେ ଯିଶାଈୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ, Ver Capítuloପବିତ୍ର ବାଇବଲ (CL) NT (BSI)17 ଶାସ୍ତ୍ର ପାଠ କରିବା ନିମନ୍ତେ ତାଙ୍କୁ ଭାବବାଦୀ ଯିଶାଇୟଙ୍କ ପୁସ୍ତକ ଦିଆଗଲା। ସେ ଉକ୍ତ ପୁସ୍ତକ ଫିଟାଇ ଏହି ଅଂଶଟି ପାଠ କଲେ: Ver Capítuloପବିତ୍ର ବାଇବଲ17 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖୋଲି ଯେଉଁ ଜାଗାରେ ଏହା ଲେଖାଥିଲା, ତାହା ପାଇଲେ: Ver Capítulo |