ଲୂକ ଲିଖିତ ସୁସମାଚାର 4:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା। Ver Capítuloଓଡିଆ ବାଇବେଲ32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା । Ver Capítuloପବିତ୍ର ବାଇବଲ (CL) NT (BSI)32 ତାଙ୍କର ଶିକ୍ଷା ଦେବା ପ୍ରଣାଳୀରେ ସେମାନେ ସମସ୍ତେ ଆଚମ୍ବିତ ହେଲେ, କାରଣ ସେ କ୍ଷମତାର ସହ କଥା କହୁଥିଲେ। Ver Capítuloପବିତ୍ର ବାଇବଲ32 ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥିଲେ। Ver Capítulo |