ଲୂକ ଲିଖିତ ସୁସମାଚାର 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; Ver Capítuloପବିତ୍ର ବାଇବଲ (Re-edited) - (BSI)1 ଦିନେ ଯେତେବେଳେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ି ଈଶ୍ଵରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; Ver Capítuloଓଡିଆ ବାଇବେଲ1 ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; Ver Capítuloପବିତ୍ର ବାଇବଲ (CL) NT (BSI)1 ଦିନେ ଯୀଶୁ ଗିନେସରତ୍ ହ୍ରଦ କୂଳରେ ଛିଡ଼ା ହୋଇଥିଲେ ଓ ଲୋକମାନେ ତାଙ୍କଠାରୁ ଈଶ୍ୱରଙ୍କ ବାକ୍ୟ ଶୁଣିବା ପାଇଁ ତାଙ୍କ ଉପରେ ମାଡ଼ି ପଡ଼ୁଥିଲେ। Ver Capítuloପବିତ୍ର ବାଇବଲ1 ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ। Ver Capítulo |