ଲୂକ ଲିଖିତ ସୁସମାଚାର 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ। Ver Capítuloପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋʼ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ। Ver Capítuloଓଡିଆ ବାଇବେଲ8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ । Ver Capítuloପବିତ୍ର ବାଇବଲ (CL) NT (BSI)8 ଏ ଘଟଣା ଦେଖି ଶିମୋନ ପିତର ଯୀଶୁଙ୍କ ଆଗରେ ଆଣ୍ଠୁପାତି କହିଲେ, “ପ୍ରଭୁ, ମୋ’ଠାରୁ ଚାଲିଯା’ନ୍ତୁ! ମୁଁ ଜଣେ ପାପୀ।” Ver Capítuloପବିତ୍ର ବାଇବଲ8-9 ଶିମୋନ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡ଼ିଏ ମାଛ ଧରି ପାରିଥିବାରୁ ଆଶ୍ଚର୍ଯ୍ୟ ହୋଇଗଲେ। ଶିମୋନ ପିତର ଏହା ଦେଖି ଯୀଶୁଙ୍କ ପାଦତଳେ ପଡ଼ିଯାଇ କହିଲେ, “ହେ ପ୍ରଭୁ! ତୁମ୍ଭେ ମୋ’ ପାଖରୁ ଗ୍ଭଲିଯାଅ। ମୁଁ ଜଣେ ପାପୀ ମଣିଷ।” Ver Capítulo |