ଲୂକ ଲିଖିତ ସୁସମାଚାର 6:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟଟି ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ବାରଣ କର ନାହିଁ। Ver Capítuloଓଡିଆ ବାଇବେଲ29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ । Ver Capítuloପବିତ୍ର ବାଇବଲ (CL) NT (BSI)29 ଯଦି କେହି ତୁମର ଉତ୍ତରୀୟ ନେଇ ଯାଏ, ତେବେ ତାକୁ ତୁମେ ଅଙ୍ଗରଖା ମଧ୍ୟ ନେବାକୁ ବାରଣ କର ନାହିଁ, Ver Capítuloପବିତ୍ର ବାଇବଲ29 ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ। Ver Capítulo |