ଲୂକ ଲିଖିତ ସୁସମାଚାର 6:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)33 ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି। Ver Capítuloଓଡିଆ ବାଇବେଲ33 ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି । Ver Capítuloପବିତ୍ର ବାଇବଲ (CL) NT (BSI)33 ଆଉ ଯେଉଁମାନେ ତୁମର ମଙ୍ଗଳ କରନ୍ତି, ତୁମେ ଯଦି କେବଳ ସେମାନଙ୍କ ମଙ୍ଗଳ କର, ତୁମେ କାହିଁକି ଆଶୀର୍ବାଦ ପାଇବ? ଅଧାର୍ମିକମାନେ ମଧ୍ୟ ସେପରି କରନ୍ତି। Ver Capítuloପବିତ୍ର ବାଇବଲ33 ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କର ଉପକାର କରିବ, ତେବେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ୟ ଏହିପରି କରନ୍ତି। Ver Capítulo |