ଲୂକ ଲିଖିତ ସୁସମାଚାର 6:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ? Ver Capítuloପବିତ୍ର ବାଇବଲ (Re-edited) - (BSI)46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି ସମ୍ଵୋଧନ କରୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ? Ver Capítuloଓଡିଆ ବାଇବେଲ46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ? Ver Capítuloପବିତ୍ର ବାଇବଲ (CL) NT (BSI)46 “ତୁମ୍ଭେମାନେ କାହିଁକି ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ସମ୍ବୋଧନ କର, କିନ୍ତୁ ମୁଁ ତୁମ୍ଭମାନଙ୍କୁ ଯାହା କହେ, ତାହା ପାଳନ କରି ନ ଥାଅ? Ver Capítuloପବିତ୍ର ବାଇବଲ46 “ତୁମ୍ଭେମାନେ ମୋତେ କାହିଁକି ‘ପ୍ରଭୁ’, ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭେମାନେ ତ ତାହା କରୁ ନାହଁ? Ver Capítulo |