La Biblia Online

- Anuncios -




ମଲାଖୀ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

11 କାରଣ ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତହିଁର ଅସ୍ତ ଗମନ ସ୍ଥାନ ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମର ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେଜ।

Ver Capítulo Copiar

ଓଡିଆ ବାଇବେଲ

11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”

Ver Capítulo Copiar

ପବିତ୍ର ବାଇବଲ

11 “ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।

Ver Capítulo Copiar




ମଲାଖୀ 1:11

Síguenos en:

Anuncios


Anuncios