ମଲାଖୀ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)13 ଆହୁରି, ତୁମ୍ଭେମାନେ କହୁଅଛ, ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି। Ver Capítuloଓଡିଆ ବାଇବେଲ13 ଆହୁରି, ତୁମ୍ଭେମାନେ କହୁଅଛ, “ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; “ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା ?” ଏହା ସଦାପ୍ରଭୁ କହନ୍ତି। Ver Capítuloପବିତ୍ର ବାଇବଲ13 ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ। Ver Capítulo |