ମଲାଖୀ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ। Ver Capítuloପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ? ସଦାପ୍ରଭୁ କହନ୍ତି, ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ। Ver Capítuloଓଡିଆ ବାଇବେଲ2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।” ତଥାପି ତୁମ୍ଭେମାନେ କହୁଅଛ, “ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ ?” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା ?” “ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ। Ver Capítuloପବିତ୍ର ବାଇବଲ2 ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ରେମ କରିଅଛୁ।” ମାତ୍ର ତୁମ୍ଭେମାନେ କହିଲ, “ତୁମ୍ଭେ କିପରି ଆମ୍ଭଙ୍କୁ ତୁମ୍ଭର ପ୍ରେମ ଦେଖାଇଛ?” ସଦାପ୍ରଭୁ କହିଲେ, “ଏଷୌ କ’ଣ ଯାକୁବର ଭାଇ ନୁହେଁ? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ। Ver Capítulo |