ମଲାଖୀ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’ Ver Capítuloପବିତ୍ର ବାଇବଲ (Re-edited) - (BSI)6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯେବେ ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯେବେ ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ ? Ver Capítuloଓଡିଆ ବାଇବେଲ6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।” Ver Capítuloପବିତ୍ର ବାଇବଲ6 ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’ Ver Capítulo |