ମଲାଖୀ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଆଉ, ଏବେ ମୁଁ ବିନତି କରେ, ପରମେଶ୍ଵର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କର; ଏହା ତୁମ୍ଭମାନଙ୍କ କାର୍ଯ୍ୟ ଦ୍ଵାରା ହୋଇଅଛି; ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରାହ୍ୟ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítuloଓଡିଆ ବାଇବେଲ9 “ଆଉ, ପରମେଶ୍ୱର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କରୁଅଛ; ମାତ୍ର ତୁମ୍ଭମାନଙ୍କ ଏପରି ଆଚରଣ ଦେଖି ସେ କ’ଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ ?” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítuloପବିତ୍ର ବାଇବଲ9 “ହେ ଯାଜକଗଣ, ସଦାପ୍ରଭୁଙ୍କୁ ପ୍ରାର୍ଥନା କର ଯେପରି ଆମ ପ୍ରତି ଦୟାଳୁ ହେବେ। ଏହା ତୁମ୍ଭର ଭୁଲ୍ ଯୋଗୁଁ ହୋଇଛି। ସେ କାହିଁକି ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରହଣ କରିବେ?” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଥିଲେ। Ver Capítulo |