ମଲାଖୀ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହିପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ; Ver Capítuloପବିତ୍ର ବାଇବଲ (Re-edited) - (BSI)2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ରଜକର କ୍ଷାର ସ୍ଵରୂପ; Ver Capítuloଓଡିଆ ବାଇବେଲ2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ; Ver Capítuloପବିତ୍ର ବାଇବଲ2 “ମାତ୍ର ସେହି ସମୟ ପାଇଁ କୌଣସି ବ୍ୟକ୍ତି ପ୍ରସ୍ତୁତ ହୋଇ ପାରିବ ନାହିଁ। ସେ ଯେତେବେଳେ ଆସିବେ କେହି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହେବ, ଆଉ ମଧ୍ୟ ପରିଷ୍କାରକାରୀ ରଜକର କ୍ଷାର ସ୍ୱରୂପ ହେବ। Ver Capítulo |