ମୀଖା 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, ସେମାନେ ଏପରି ପ୍ରଚାର କରନ୍ତି। ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ; ଅପମାନ ଘୁଞ୍ଚିବ ନାହିଁ। Ver Capítuloଓଡିଆ ବାଇବେଲ6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ ତେବେ ଅପମାନ ଘୁଞ୍ଚିବ ନାହିଁ। Ver Capítuloପବିତ୍ର ବାଇବଲ6 ଲୋକେ କୁହନ୍ତି, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ ସେ ଅମଙ୍ଗଳ ବାକ୍ୟ କୁହ ନାହିଁ। ଆମ୍ଭମାନଙ୍କର କୌଣସି ଅମଙ୍ଗଳ ଘଟିବ ନାହିଁ।” Ver Capítulo |